ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଭୁବନେଶ୍ୱର: ଓଡିଶାକୁ ଆଉ ଏକ ସଫଳତା। ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ପଞ୍ଚମ ସ୍ଥାନରେ ଓଡ଼ିଶା। କେନ୍ଦ୍ର ସରକାରଙ୍କ ଦ୍ବାରା ପରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (PGI-2.0) ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ଓଡ଼ିଶା ୫ମ ସ୍ଥାନ ହାସଲ କରିଛି।…