ବନକଲାଗି ନୀତି: ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ: ଆସନ୍ତାକଲି ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଆସନ୍ତାକାଲି ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ। ଆସନ୍ତାକାଲି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ…