ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫; ସ୍ୱର୍ଣ୍ଣ ଜିତିଲେ ଓଡ଼ିଶାର ୪ କନଷ୍ଟେବଳ
ଭୁବନେଶ୍ୱର: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତମାନେ ନିରନ୍ତର ଭାବେ ସଫଳତା ହାସଲ କରି ଚାଲିଛନ୍ତି। ଏହି କ୍ରମରେ ଆଜି ୪ ଜଣ ଯୁବ କ୍ରୀଡାବିତ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇ ଓଡିଶା…