Latest Odisha News
Monthly Archives

July 2025

ଗାଭାସ୍କରଙ୍କ ରେକର୍ଡ ଭାଙ୍ଗିଲେ ଗିଲ

ଦି ଓଭାଲ: ଇଂଲଣ୍ଡ ବିପକ୍ଷ ୫ମ ତଥା ଅନ୍ତିମ କ୍ରିକେଟ ଟେଷ୍ଟରେ ଟିମ ଇଣ୍ଡିଆର ଅଧିନାୟକ ଶୁଭମନ ଗିଲ ଅନେକଗୁଡିଏ ରେକର୍ଡ ଭାଙ୍ଗିଛନ୍ତି । ସେ ଗ୍ୟାରୀ ସୋବର୍ସ ଓ ସୁନୀଲ ଗାଭାସ୍କରଙ୍କ ରେକର୍ଡ ମଧ୍ୟ ଭାଙ୍ଗିଛନ୍ତି । ସେ ୧୧ ରନ କରିଥିବା ବେଳେ ଅଧିନାୟକ ଭାବେ ଭାରତ ପକ୍ଷରୁ ଗୋଟିଏ ସିରିଜରେ…

ଚୀନ୍ କମ୍ପାନୀକୁ କଡ଼ା ସମାଲୋଚନା, ୱେବସାଇଟରୁ ହଟିଲା ଜଗନ୍ନାଥଙ୍କ ଫଟୋ ଥିବା ଗୋଡ ପୋଛା

ନୂଆଦିଲ୍ଲୀ: ଚୀନର ଇ-କମର୍ସ ୱେବସାଇଟ୍ ଆଲି ଏକ୍ସପ୍ରେସରେ ପ୍ରଭୁ ଜଗନ୍ନାଥଙ୍କ ଫଟୋ ଥିବା ଡୋରମାଟ୍ ବିକ୍ରି ହେଉଥିବା ଜଣାପଡ଼ିବା ପରେ ବିଭିନ୍ନ ମହଲରୁ କଡ଼ା ସମାଲୋଚନା କରାଯାଇଥିଲା। ତେବେ ଏହାକୁ ନେଇ ରାଜ୍ୟର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ନିନ୍ଦା କରିବା ସହ ୱେବ୍ ସାଇଟକୁ କ୍ଷମା…

ଶିକ୍ଷକଙ୍କ ବଦଳି ପ୍ରସଙ୍ଗ; ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ

କଟକ:ବିଧାୟକ ଓ ସାଂସଦ ନିଜ ନିର୍ବାଚନମଣ୍ଡଳୀର ୧୫ଜଣ ଯୋଗ୍ୟ ଶିକ୍ଷକଙ୍କ ବଦଳି ପାଇଁ ସୁପାରିସ କରିବା ପ୍ରସଙ୍ଗ ହାଇକୋର୍ଟରେ ପହଞ୍ଚିଛି। ଏହି ପ୍ରସଙ୍ଗରେ ହାଇକୋର୍ଟ ଏକ ନୋଟିସ୍ ଜାରି କରିଛନ୍ତି । ଆବେଦନକାରୀ ଶିକ୍ଷକଙ୍କ ବଦଳି ନିର୍ଦ୍ଦେଶ ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି ।…

ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମଦିନରେ ଓଡିଶାରେ ଲାଗିବ ୭୫ ଲକ୍ଷ ଗଛ

ଭୁବନେଶ୍ୱର: ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଗତ ବର୍ଷ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଓଡିଶା ଆସି ଆମର ମା ମାନଙ୍କ ସମ୍ମାନରେ ସୁଭଦ୍ରା ଯୋଜନା ଆରମ୍ଭ କରିଥିଲେ। ଓଡିଶାର ବିକାଶ ପ୍ରତି…

୩ ଜିଲ୍ଲାରେ ପ୍ରବଳ ବର୍ଷା; ଚିନ୍ତା ବଢ଼ାଉଛି ବୈତରଣୀ ଜଳସ୍ତର

ଭୁବନେଶ୍ୱର: ଓଡ଼ିଶାରେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଝଡ଼ବର୍ଷା ଜାରି ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ସୂଚନା ଦେଇଛି। ମଧ୍ୟାହ୍ଣ ବୁଲେଟିନ ଅନୁସାରେ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତର ଭାଗରେ ଏକ ଘୂର୍ଣ୍ଣିବଳୟ ଏବଂ ଶ୍ରୀଗଙ୍ଗାନଗର, ରୋହତକ, ବନ୍ଦା, ସିଦ୍ଧି,…

ଏହି ଗାଁରେ ଜଣ୍ଡିସ୍ ଆତଙ୍କ; ୫ଦିନରେ ୪୦ରୁ ଊର୍ଦ୍ଧ୍ବ ଆକ୍ରାନ୍ତ,ପାଣି ନମୁନା ସଂଗ୍ରହ

ଜଗତସିଂହପୁର:ରାଜ୍ୟର ବିଭିନ୍ନ ଜିଲାରେ ଝାଡ଼ାବାନ୍ତି ପରେ ଏବେ ଜଣ୍ଡିସ୍ ରୋଗ ବ୍ୟାପିଲାଣି । ଜଗତସିଂହପୁର ଜିଲ୍ଲା ବିରିଡ଼ି ବ୍ଲକ ଦଣ୍ଡାସାହି ଗାଁରେ ଜଣ୍ଡିସ୍ ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଗତ ୫ ଦିନରେ ୪୦ରୁ ଊର୍ଦ୍ଧ୍ବ ଜଣ ଜଣ୍ଡିସ୍‌ରେ ଆକ୍ରାନ୍ତ ହୋଇ…

ସର୍ଫ- ସାବୁନ ତିଆରି କମ୍ପାନୀ ୩ମାସରେ ଲାଭ କଲା ୨୭୩୨ କୋଟି

ନୂଆଦିଲ୍ଲୀ: ଏଫଏମସିଜି(Fast-Moving Consumer Goods) କ୍ଷେତ୍ରର ସର୍ବବୃହତ କମ୍ପାନୀ ହିନ୍ଦୁସ୍ତାନ ୟୁନିଲିଭର (HUL) ଗୁରୁବାର ଦିନ ଆର୍ଥିକ ବର୍ଷ ୨୦୨୬ର ପ୍ରଥମ ତ୍ରୈମାସିକ (ଏପ୍ରିଲ ରୁ ଜୁନ୍ 2025)ର ରେଜଲ୍ଟ ଜାରି କରିଛି। ପ୍ରଥମ ତ୍ରୈମାସିକରେ କମ୍ପାନୀର ନେଟ୍ ଲାଭ ୨,୭୩୨ କୋଟି…

ପାକିସ୍ତାନ ସହ ଡିଲ୍ ପଛରେ ଆମେରିକାର ବଡ଼ ରଣନୀତି !

ନୂଆଦିଲ୍ଲୀ: ବନ୍ଧୁ ଭାରତ ଉପରେ ୨୫ପ୍ରତିଶତ ଟାରିଫ୍ ସାଙ୍ଗକୁ ଋଷଠାରୁ ତେଲ ଓ ହତିଆର କିଣିବା ପାଇଁ ଜରିମାନା ଲଗାଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ । ତେବେ ପାକିସ୍ତାନ ସହ ତେଲ ଭଣ୍ଡାର ନେଇ କରିଛନ୍ତି ଗୁରୁତ୍ବପୂର୍ଣ୍ଣ ଡିଲ୍ । ଖାଲି ସେତିକି ନୁହେଁ, ଏମିତି ଦିନ ଆସିବ ଭାରତ…

ରାହୁଲ, ତେଜସ୍ବୀ କରିବେ ଅଗଷ୍ଟ କ୍ରାନ୍ତି

ନୂଆଦିଲ୍ଲୀ: ବିହାରରେ ୨୦ବର୍ଷ ହେଲା ଆରଜେଡି ଓ ଚାରି ଦଶନ୍ଧୀ ଧରି କଂଗ୍ରେସ କ୍ଷମତାଠୁ ଦୂରରେ ରହିଛି । ଆସନ୍ତା ଅକ୍ଟୋବର ନଭେମ୍ବରରେ ବିହାର ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ କ୍ଷମତାର ବନବାସ ସାରି ଫେରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଆରଜେଡି ନେତା ତେଜସ୍ବୀ ଯାଦବ…

୫ ଆଇଏଏସ୍ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ଵ…

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ଆଇଏଏସ୍ କ୍ୟାଡରରେ ଏକ ଛୋଟ ପ୍ରଶାସନିକ ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ପାଞ୍ଚ ଜଣ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଶିଳ୍ପ ନିର୍ଦ୍ଦେଶକ ଆବୋଲି ସୁନୀଲ…