Latest Odisha News

BREAKING NEWS

Monthly Archives

July 2025

୧୭ ଲକ୍ଷ ଟଙ୍କା ପୁରସ୍କାର ରାଶିଥିବା ୪ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓବାଦୀ ନିଜର ଉପସ୍ଥିତି ଜାହିର କରିଛନ୍ତି । ପୁଣି ବାସାଗୁଡା ଜଙ୍ଗଲ ରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଯେଉଁଥିରେ ପୋଲିସର ଏନକାଉଣ୍ଟରରେ ୨ ମହିଳା ମାଓବାଦୀ ସମେତ ୪ ଜଣ…

ପାରମ୍ପରିକ ବସ୍ତ୍ର ପରିଧାନ କରି ଚୋଳପୁରମ ମନ୍ଦିର ବୁଲିଲେ ମୋଦି

ଚେନ୍ନାଇ: ତାମିଲନାଡୁର ଗଙ୍ଗେଇକୋଣ୍ଡା ଚୋଳପୁରମ ମନ୍ଦିରରେ ରବିବାର ଦିନ ଏକ ଐତିହାସିକ ଘଟଣା ଦେଖିବାକୁ ମିଳିଛି। ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତୀକାତ୍ମକ ଚୋଳ ସମ୍ରାଟ ରାଜେନ୍ଦ୍ର ଚୋଳ-ପ୍ରଥମଙ୍କ ଜନ୍ମବାର୍ଷିକୀରେ ଆୟୋଜିତ ଉତ୍ସବରେ ଅଂଶଗ୍ରହଣ କରିଥିଲେ। ସେ ମନ୍ଦିରରେ…

ନକ୍ସଲମାନେ ମାଟି ତଳେ ପୋତିଥିଲେ ଲକ୍ଷ ଲକ୍ଷ ଟଙ୍କା; ସୁରକ୍ଷାବାହିନୀ ବିରୁଦ୍ଧରେ…

ରାଉରକେଲା:ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡର ଚାଇବାସା ଜିଲ୍ଲାରେ ନକ୍ସଲମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ନକ୍ସଲମାନେ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ କିଣିବା ପାଇଁ ସରଣ୍ଡା ଜଙ୍ଗଲରେ ମାଟି ତଳେ ଲୁଚାଇ ରଖିଥିବା ପ୍ରାୟ ୩୫ ଲକ୍ଷ ଟଙ୍କା ଉଦ୍ଧାର କରିଛନ୍ତି ସୁରକ୍ଷା ବାହିନୀ। ସମସ୍ତ ଟଙ୍କା ଏକ…

କଟକ, ଖୋର୍ଦ୍ଧା ସମେତ ଏସବୁ ଜିଲ୍ଳାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଓଡ଼ିଶାର ୩ ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛି। ଆଗାମୀ ୩ ଘଣ୍ଟା ମଧ୍ୟରେ କଟକ, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧାର କିଛି ସ୍ଥାନରେ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ମଧ୍ୟମ ଧରଣର…

ଏମ୍ସରୁ ପୁଣି ଟିକେଟ୍ ଦଲାଲ୍ ଗିରଫ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ବରରୁ ଓପିଡି ଟିକେଟ୍ ଦଲାଲି କରୁଥିବାବେଳେ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲୋ ଖୋର୍ଦ୍ଧା ବାଣପୁର ଅଞ୍ଚଳର ସୁରେଶ ପ୍ରଧାନ । ସେ ପାତ୍ରପଡ଼ା ଏମ୍ସ ନଗରରେ ରହିବା ସହ ଏମ୍ସରେ ଓପିଡି ଟିକେଟ୍ ଦଲାଲି କରୁଥିଲା । ବିଶେଷ କରି ଅଣଓଡ଼ିଆ ଓ…

ମହିଳା ଦୁଷ୍କର୍ମରେ ପ୍ରତିଯୋଗିତା କରୁଛନ୍ତି ବିଜେଡି-କଂଗ୍ରେସ: ବର୍ଷିଲା ଶାସକ ଦଳ…..

ଭୁବନେଶ୍ବର: ରାଜ୍ୟରେ ଏବେ ନାରୀ ନିର୍ଯାତନା, ଦୁଷ୍କର୍ମ ଭଳି ଖବର ଶୀର୍ଷରେ ରହିଥିବା ବେଳେ, ଦୁଇ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଲଗାତାର ଏନେଇ ଏବେ ଘେରି ଆସୁଥିଲେ । କିନ୍ତୁ ବିଡମ୍ବନାର ବିଷୟ, ଗତ କିଛି ଦିନ ହେବ, ଏଥିପାଇଁ ଦୁଇ ଦଳ ଖବରର ଶିରୋନାମାରେ ଅଛନ୍ତି ।…

କୂଲଦୀପଙ୍କୁ ଖେଳାଇବାକୁ ଚାହୁଁଥିଲେ ଗିଲ

ମାଂଚେଷ୍ଟର: ଭାରତ-ଇଂଲଣ୍ଡ ଚତୁର୍ଥ କ୍ରିକେଟ ଟେଷ୍ଟ ଏବେ ରୋମାଂଚକ ମୋଡରେ ପଂହଚିଛି । ଭାରତ ମ୍ୟାଚ ଡ୍ର ରଖିବା ପାଇଁ ଉଦ୍ୟମ କରୁଥିବା ବେଳେ ଇଂଲଣ୍ଡ ବିଜୟ ହାସଲ ଲକ୍ଷ୍ୟରେ ରହିଛି । ଏହି ଅବସରରେ ପୂର୍ବତନ ମହାନ ଖେଳାଳି ସୁନୀଲ ଗାଭାସ୍କରଙ୍କ ଏକ ବୟାନ ଚର୍ଚ୍ଚାରେ ବିଷୟ ସାଜିଛି । ସେ…

ବନବାସୀ ଆଶ୍ରମ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ବନବାସୀ କଲ୍ୟାଣ ଆଶ୍ରମ ପରିସରରେ ଅନ୍ତେବାସୀ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଶୁଣିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମର ଆଜି ଥିଲା…

‘୨୪ ଘଣ୍ଟା ଭିତରେ ଗୁଳି କରି ମାରିବି’, ବିହାର ଉପମୁଖ୍ୟମନ୍ତ୍ରୀଙ୍କୁ ମିଳିଲା ହତ୍ୟା ଧମକ…..

ପାଟନା: ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ମିଳିଲା ହତ୍ୟା ଧମକ ।  ମୋବାଇଲରେ ମେସେଜ ପଠାଇ ଗୁଳି କରି ହତ୍ୟା କରିବାକୁ ମିଳିଲା ଧମକ । ଯାହାକୁ ନେଇ ଚାଞ୍ଚଲ୍ୟ ଖେଳିଥିବା ବେଳେ ଏନେଇ ତଦନ୍ତ ଆରମ୍ଭ କରିଥିବା ବେଳେ ମନ୍ତ୍ରୀଙ୍କ ସୁରକ୍ଷାକୁ ଆହୁରି କଡା କରାଯାଇଛି । ତେବେ…

ପ୍ରଶାସନିକ ଅପାରଗତାକୁ ସମାଲୋଚନା କଲେ ନୀତିନ ଗଡକରୀ: କହିଲେ, ‘ସରକାର ଅଦରକାରୀ’

ନୂଆଦିଲ୍ଲୀ: କେନ୍ଦ୍ରୀୟ ମନ୍ତ୍ରୀ ନୀତିନ ଗଡକରୀ ତାଙ୍କର ଖୋଲା ଅନ୍ଦାଜ୍ ପାଇଁ ବେଶ୍ ଚର୍ଚ୍ଚାରେ ଥାନ୍ତି । ବିନା ଦ୍ବିଧାରେ ସରକାରଙ୍କ ବିଭିନ୍ନ ପ୍ରସଙ୍ଗ ବିଷୟରେ ନିଜର ମତ ରଖନ୍ତି । ଏବେ ପୁଣି ଥରେ ସରକାରୀ ବ୍ୟବସ୍ଥାର ଅଦକ୍ଷତା ଏବଂ ଭାରତୀୟ ରାଜନୀତିରେ ମାଗଣା ସଂସ୍କୃତି ଉପରେ ତାଙ୍କର…