ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର: ଘରୁ ୧ କୋଟି ୪୪ ଲକ୍ଷ ଟଙ୍କା ସହ ସୁନା ବିସ୍କୁଟ୍ ଓ ସୁନା କଏନ୍ ଜବତ
କୋରାପୁଟ: ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍। ପି.ଆର୍ ପେଟା ବାସଭବନ ସମେତ ଜୟପୁର ବନଖଣ୍ଡ ଅଫିସରେ ଚଢାଉ। ଭୁବନେଶ୍ୱର ରଘୁନାଥପୁରରେ ଥିବା ଭାଇ ଘରେ ମଧ୍ୟ ଚଢାଉ ଜାରି ରହିଛି।
ଯାଞ୍ଚ ବେଳେ…