ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ପକ୍ଷରୁ ୨୩ ପ୍ରକଳ୍ପକୁ ମଞ୍ଜୁରୀ; ୧୧ହଜାରରୁ ଅଧିକ ନିଯୁକ୍ତି ହେବ ସୃଷ୍ଟି
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷକତାରେ ଗୁରୁବାର ବସିଥିଲା ୧୩୮ତମ ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ । ତେବେ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ପକ୍ଷରୁ ୨୩ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ୪,୯୮୨.୬୬ କୋଟି ଟଙ୍କାର ୨୩ଟି ନୂତନ ନିବେଶ…