ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ
ଭୁବନେଶ୍ୱର: BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୪ଟି ସ୍ଥାନରେ ଚଢ଼ାଉ କରି କୋଟି କୋଟି ଟଙ୍କାର ସଂପତ୍ତି ପାଇଛି ଭିଜିଲାନ୍ସ। ଭୁବନେଶ୍ବରରେ ଗୋଟିଏ, ଗୁଣପୁରରେ ୨ଟି ବହୁତଳ କୋଠା ଠାବ ହୋଇଛି।…