ଗଞ୍ଜାମରେ ବ୍ୟାପୁଛି ଡାଇରିଆ: ୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ୫ ଗୁରୁତର
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡିରେ ବ୍ୟାପୁଛି ଡାଇରିଆ । ସୋମବାର ସକାଳେ ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ଗତ ରାତିରେ ଆଉ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ସାନଖେମୁଣ୍ଡିରେ ଡାଇରିଆ ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି । ସେହିପରି ୫ ଜଣ ଡାଇରିଆରେ…