ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ ଘଟଣା, ଫରେଷ୍ଟର୍ ଓ ଫରେଷ୍ଟ ଗାର୍ଡ ନିଲମ୍ବିତ
ଢେଙ୍କାନାଳ: ହିନ୍ଦୋଳ ଥାନା ବାଘ ଧରିଆ ଗାଁରେ ହାତୀ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ରାସୋଳ ଫରେଷ୍ଟର୍ ଓ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବନ କରାଯାଇଛି। ଅନ୍ୟପଟେ ଏହି ମୃତକମାନେ ହେଲେ ଝୁଲଣା ଦେହୁରୀ…