ସାର୍ବଜନୀନ ଗୁଣାତ୍ମକ ସ୍ଵାସ୍ଥ୍ୟସେବା ନିମନ୍ତେ ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟସେବା ବିଶେଷଜ୍ଞ ଟିମ୍
ନୂଆପଡ଼ା: ନୂଆପଡ଼ା ଜିଲ୍ଲାର ଦୂରଦୂରାନ୍ତ ଅଞ୍ଚଳରେ ବସବାସ କରୁଥିବା ଲୋକମାନଙ୍କୁ ସାର୍ବଜନୀନ ଗୁଣାତ୍ମକ ସ୍ଵାସ୍ଥ୍ୟସେବା ଯୋଗାଇବା ନିମନ୍ତେ ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟ ସେବା ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନା ଅଧିନରେ ଆଜି ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଏବଂ…