ଓଡ଼ିଶାରେ ପ୍ରଥମ ଏମ୍. ଆର୍. ଓ. ସୁବିଧା ସ୍ଥାପନ ହେବ
ଭୁବନେଶ୍ବର: ବିମାନ ଚଳାଚଳ ଭିତ୍ତିଭୂମିକୁ ଏକ ରଣନୈତିକ ପ୍ରୋତ୍ସାହନ ସ୍ୱରୂପ ଓଡ଼ିଶା ସରକାର ଭୁବନେଶ୍ୱରରେ ରାଜ୍ୟର ପ୍ରଥମ ରକ୍ଷଣାବେକ୍ଷଣ, ମରାମତି ଏବଂ ପୁନଃସ୍ଥାପନ (ଏମ. ଆର. ଓ.) ସୁବିଧା ପ୍ରତିଷ୍ଠା ପାଇଁ ସମସ୍ତ ଔପଚାରିକତା ପୂରଣ କରିଛନ୍ତି। ଯାହା ବିମାନ ଚଳାଚଳ ସହ ଜଡ଼ିତ ଆର୍ଥିକ…