Latest Odisha News

BREAKING NEWS

Monthly Archives

July 2025

ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ

ଭୁବନେଶ୍ଵର: ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇଥିବା ଉଦିତ ପ୍ରଧାନ ନିଲମ୍ବିତ। ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ। ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି। ଦୁଷ୍କର୍ମ ଅଭିଯୋଗ ଆସିବା ପରେ ଦଳରୁ ନିଲମ୍ବିତ ହୋଇଛନ୍ତି ଉଦିତ ପ୍ରଧାନ। ଜଣେ ଯୁବତୀଙ୍କୁ ନିଶା…

ତଦନ୍ତ ଏଜେନ୍ସିକୁ ବଡ଼ ଝଟକା: ୨୦୦୬ ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ଘଟଣାରେ ସମସ୍ତ ୧୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ନୂଆଦିଲ୍ଲୀ: ସୋମବାର ବମ୍ବେ ହାଇକୋର୍ଟ ୨୦୦୬ ମୁମ୍ବାଇ ଲୋକାଲ୍ ଟ୍ରେନ୍ ବିସ୍ଫୋରଣ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଏହି ରାୟ ଅନୁଯୟୀ ସମସ୍ତ ୧୨ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ବୋମ୍ବେ ହାଇକାର୍ଟ। ଏହି ନିଷ୍ପତ୍ତି ଜଷ୍ଟିସ୍ ଅନିଲ କିଲୋର ଏବଂ ଜଷ୍ଟିସ୍…

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣା: ସଂପୃକ୍ତ ଅଧିକାରୀ, କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ବର: ଗତକାଲି ହେବାକୁ ଥିବା ସ୍ବତନ୍ତ୍ର OTET-୨୦୨୫ ପରୀକ୍ଷା ସ୍ଥଗିତ ରହିଛି। ରାତି ଅଧରେ ପ୍ରଶ୍ନପତ୍ର ପ୍ରଘଟ ଦର୍ଶାଇ ପରୀକ୍ଷାକୁ ବାତିଲ କରାଯାଇଥିବାରୁ ଶିକ୍ଷକମାନେ ମର୍ମାହତ ହୋଇଛନ୍ତି। ଏହି ଘଟଣାକୁ ତୀବ୍ର ନିନ୍ଦା କରିଛି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ। ଦୁଇଟି ସିଟିଂରେ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି: ୨୩ରୁ ବଢ଼ିବ ବର୍ଷା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୨୪ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ। ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି। ସୋମବାର କୋରାପୁଟ, ମାଲକାନଗିରି,…

ଖାଦ୍ୟ ସାମଗ୍ରୀ ଅପମିଶ୍ରଣ ରୋକିବାକୁ ପଦକ୍ଷେପ, ଏନଏସି ସ୍ତରରେ ନିଯୁକ୍ତ ହେବେ ଖାଦ୍ୟ ନିରାପତ୍ତା ଅଧିକାରୀ

ଭୁବନେଶ୍ୱର: ଏଣିକି ଖାଦ୍ୟ ସାମଗ୍ରୀରେ ହେବ ନାହିଁ ଅପମିଶ୍ରଣ। ଏହାକୁ ରୋକିବାକୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଉଛି। ରାଜ୍ୟରେ ଖାଦ୍ୟ ସାମଗ୍ରୀ ଅପମିଶ୍ରଣ ହୁ ହୁ ହୋଇ ବଢିଚାଲିଛି। ସହରରୁ ଗାଁ ପର୍ଯ୍ୟନ୍ତ ଅନେକ ପେଟ ରୋଗରେ ଆକ୍ରାନ୍ତ ହେଉଛନ୍ତି। କେଉଁଠି ବାସି ଖାଦ୍ୟ ବିକ୍ରି ହେଉଛି ତ ପୁଣି…

ରେଭେନ୍ସାରେ ରାଗିଂ ଅଭିଯୋଗ;୧୦ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ

କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲ୍‌ରେ ରାଗିଂ ଅଭିଯୋଗ ପରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଣ୍ଟି ରାଗିଂ କମିଟି ପକ୍ଷରୁ ପଦକ୍ଷେପ ନିଆଯାଇଛି । ସୂଚନାଥାଉକି, ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କୁ ତୃତୀୟ ବର୍ଷ ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା।…

ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ;୨ ଶିକ୍ଷକ ଅଟକ

ବାଲେଶ୍ବର:ଛାତ୍ରୀଙ୍କୁ ଅସଦାଚରଣ ଘଟଣାରେ ୨ ଶିକ୍ଷକ ଅଟକ । ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ଅଞ୍ଚଳରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଗଣିତ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକଙ୍କୁ ଅଟକ ରଖିଛି ପୋଲିସ । ଅଟକ ଅଭିଯୁକ୍ତମାନେ ହେଲେ ଚରମାରଗାଁ ପୃଥୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟର…

ଏଣିକି ଖୋଲାରେ ଦିଆଯିବ ନାହିଁ ପେଟ୍ରୋଲ୍; କେବଳ ଗାଡ଼ିରେ ମିଳିବ…

ଭୁବନେଶ୍ବର: ଆଉ ଖୋଲାରେ ଦିଆଯିବ ନାହିଁ ପେଟ୍ରୋଲ୍ ଓ ଡିଜେଲ । କେବଳ ଗାଡ଼ିର ଇନ୍ଧନ ଟାଙ୍କିରେ ହିଁ ଭରାଯିବ। ବାଲେଶ୍ୱର ଓ ବଳଙ୍ଗା ଘଟଣା ପରେ ପେଟ୍ରୋଲିୟମ୍ ଡିଲରସ୍ ଆସୋସିଏସନ ଏପରି ନିଷ୍ପତ୍ତି ନେଇଥିବା କହିଛନ୍ତି ପେଟ୍ରୋଲିୟମ୍ ଡିଲରସ୍ ଆସୋସିଏସନ ସଭାପତି ଶଶାଙ୍କ ଶେଖର ସାହୁ । ଏହି…

ଘରର ପୂର୍ବ ଦିଗରେ ଲୁଚି ରହିଛି ଧନର ରହସ୍ୟ, ଏଠାରେ ରଖନ୍ତୁ ଏହି ୫ ଜିନିଷ!

ଭୁବନେଶ୍ବର:ବାସ୍ତୁଶାସ୍ତ୍ର ଅନୁସାରେ ଘରର ପୂର୍ବ ଦିଗକୁ ସୂର୍ଯ୍ୟ ଦେବଙ୍କ ଦିଗ ବୋଲି ବିବେଚନା କରାଯାଏ । ଯାହା ଉର୍ଜ୍ଜା, ସ୍ୱାସ୍ଥ୍ୟ ଏବଂ ସମୃଦ୍ଧିର ପ୍ରତୀକ। ଯଦି ଆପଣ ଶୀଘ୍ର ଧନବାନ୍ ହେବାକୁ ଚାହାଁନ୍ତି ଏବଂ ଜୀବନରେ ପ୍ରଗତି ଆଣିବାକୁ ଚାହାଁନ୍ତି, ତେବେ କିଛି ଜିନିଷ ପୂର୍ବ ଦିଗରେ…

ବଳତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଗିରଫ

ଭୁବନେଶ୍ୱର : ବଳତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ତାଙ୍କୁ ମଞ୍ଚେଶ୍ୱର ପୋଲିସ ଗତକାଲି ରାତିରେ ଗିରଫ କରିଛି । ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳତ୍କାର କରିଥିବା ଅଭିଯୋଗରେ ପୋଲିସ ଗିରଫ କରିଛି । ଉଦିତଙ୍କ ବିରୋଧରେ ବିଏନଏସ ଧାରା…