ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜ୍ୟ ଗୃହ ବିଭାଗ; ସତର୍କ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ବର: କଂଗ୍ରେସ ପକ୍ଷରୁ ଜୁଲାଇ ୧୭ ତାରିଖରେ ହେବାକୁ ଥିବା ଓଡ଼ିଶା ବନ୍ଦ ନେଇ ରାଜ୍ୟ ଗୃହ ବିଭାଗ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି । ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ଜରୁରୀକାଳୀନ ସେବା ପ୍ରଭାବିତ ନହେବା ଉପରେ ବିଶେଷ…