Latest Odisha News

BREAKING NEWS

Monthly Archives

July 2025

ଲୋକସେବା ଭବନ ଘେରାଉ କରିବ ବିଜେଡି; ସବୁ କର୍ମଚାରୀଙ୍କୁ ସାଢ଼େ ୯ ସୁଦ୍ଧା ଅଫିସ୍‌ ପହଞ୍ଚିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ବୁଧବାର ବିଜୁ ଜନତା ଦଳ (ବିଜେଡି) ଲୋକସେବା ଭବନ ଘେରାଉ କରିବାକୁ ଯାଉଛି। ସମ୍ଭାବ୍ୟ ଆଇନ ଶୃଙ୍ଖଳା ସମସ୍ୟା ଆଶଙ୍କା କରି ଓଡ଼ିଶା ସରକାର ଭୁବନେଶ୍ୱରର ପ୍ରମୁଖ ସରକାରୀ କୋଠାଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରିବା ପାଇଁ ଏକ ବିସ୍ତୃତ ପରାମର୍ଶ ଜାରି କରିଛନ୍ତି। ଗୃହ…

ସାଇନାଙ୍କ ପରେ ଦିବ୍ୟା ମଧ୍ୟ ପତିଙ୍କଠାରୁ ହେଲେ ଅଲଗା

ନୂଆଦିଲ୍ଲୀ: ବ୍ୟାଡମିଂଟନ ଖେଳାଳି ସାଇନା ନେହ୍ୱାଲଙ୍କ ପରେ ଏବେ ଆନ୍ତର୍ଜାତୀୟ ରେସଲର ଦିବ୍ୟା କାକରନ ତାଙ୍କ ପତିଙ୍କଠାରୁ ବିଧିବଦ୍ଧ ଭାବେ ଅଲଗା ହୋଇଛନ୍ତ । ସୋସିଆଲ ମିଡିଆରେ ପୋଷ୍ଟ କରି ଦିବ୍ୟା ଏ ସମ୍ପର୍କରେ ଜଣାଇଛନ୍ତି । ଏହା ମୋ ଜୀବନର ଏକ କଠିନ ନିଷ୍ପତି ଥିଲା । ଭାବନାତ୍ମକ ଭାବେ…

ଦୃଷ୍ଟିହୀନଙ୍କ ପାଇଁ ଜୀବନ ବ୍ୟାପି ସାଧନାକୁ ସମ୍ମାନ: ଶିକ୍ଷାବିତ୍ ବିଜୟ କୁମାର ରଥଙ୍କୁ ଡ଼କ୍ଟରେଟ୍ ଉପାଧି ପ୍ରଦାନ କଲେ…

ଭୁବନେଶ୍ବର: ମୂକଂ କରୋତି ବାଚାଳଂ ପଙ୍ଗୁଂ ଲଙ୍ଘୟତେ ଗିରିମ୍, ଯତ୍ କୃପା ତମହଂ ବନ୍ଦେ ପରମାନନ୍ଦ ମାଧବଃ । ସଂସ୍କୃତର ଏହି ଶ୍ଲୋକର ମହତ୍ତ୍ୱକୁ ପ୍ରତିପାଦନ କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି ବ୍ରହ୍ମପୁରର ଦୃଷ୍ଟିହୀନ ଶିକ୍ଷାବିତ୍ ବିଜୟ କୁମାର ରଥ । ଦୃଷ୍ଟିହୀନଙ୍କ ପାଇଁ ଶିକ୍ଷାଦାନ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ରେ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ପ୍ରଦାନ କଲେ ରାଷ୍ଟ୍ରପତି। ଏହି ଅବସରରେ ସେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ରେ ସମ୍ମାନିତ କରିଛନ୍ତି। ରାଷ୍ଟ୍ରପତି ଆଦିକବି ସାରଳା ଦାସଙ୍କ…

ଏଚ୍ଓଡିଙ୍କୁ ତୁରନ୍ତ ବଦଳାଇବାକୁ କହିଥିଲୁ; ଏଫ୍ଏମ୍ କଲେଜ ICC ସଦସ୍ୟ ମୀନତି ସେଠୀଙ୍କ ପ୍ରତିକ୍ରିୟା

ବାଲେଶ୍ବର: ବାଲେଶ୍ବର ଏଫ୍ଏମ୍ ସ୍ୱୟଂଶାସିତ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିସିଙ୍କ ମୃତ୍ୟୁ ପରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି) ସଦସ୍ୟ ମୀନତି ସେଠୀ ପ୍ରତିକ୍ରିୟା ରଖିଛନ୍ତି। କମିଟିର ନିଷ୍କର୍ଷ ଅନୁଯାୟୀ, ଦ୍ୱିତୀୟ ବର୍ଷର ବି.ଏଡ୍ ଛାତ୍ରୀ, ବିଭାଗ ମୁଖ୍ୟ (ଏଚ୍ଓଡି) ସମୀର…

ସୌମ୍ୟାଶ୍ରୀ ମୃତ୍ୟୁ ମାମଲା: ବୁଧବାର ବାଲେଶ୍ୱର ବନ୍ଦ ଡାକରା ଦେଲା ବିଜେଡି

ଭୁବନେଶ୍ୱର: ଏଫ୍ଏମ୍ ସ୍ୱୟଂଶାସିତ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ଦାବିରେ ଆସନ୍ତାକାଲି (ବୁଧବାର) ସମଗ୍ର ବାଲେଶ୍ୱର ଜିଲ୍ଲାରେ ବିଜୁ ଜନତା ଦଳ ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ଏକ ପ୍ରେସ୍ ବିବୃତିରେ ସୂଚନା…

୨୦୨୮ ଅଲିମ୍ପିକ୍ସ: କ୍ରିକେଟ କାର୍ଯ୍ୟସୂଚୀ ଘୋଷିତ

ଲସ ଆଞ୍ଜେଲ୍ସ: ୧୨୮ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟ ଖେଳାଯିବାକୁ ଯାଉଛି । ୨୦୨୮ ଲସ ଆଞ୍ଜେଲ୍ସ ଅଲିମ୍ପିକ୍ସରେ ଏହା ଖେଳାଯିବ । ମଙ୍ଗଳବାର ଏହାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି । ପୋମାନା ସହରର ଫେୟାରଗ୍ରାଉଣ୍ଡସ ଷ୍ଟାଡିୟମରେ ଜୁଲାଇ ୧୨ରୁ କ୍ରିକେଟ ମ୍ୟାଚଗୁଡିକ ଆୟୋଜିତ ହେବ । ପଦକ…

ସ୍ୱର୍ଣ୍ଣ ମନ୍ଦିରକୁ ବୋମା ଧମକ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶିରୋମଣି କମିଟି ସଚିବ

ନୂଆଦିଲ୍ଲୀ: ମଙ୍ଗଳବାର ଅପରାହ୍ନରେ ପୁଣି ଥରେ ଶ୍ରୀ ହରି ମନ୍ଦିର ସାହିବକୁ RDX ରେ ଉଡ଼ାଇ ଦେବାକୁ ଧମକ ମିଳିଥିଲା। ଇମେଲ୍ ମାଧ୍ୟମରେ ଏହି ଧମକ ଦିଆଯାଇଥିଲା ବେଳେ ସୋମବାର ମଧ୍ୟ ଇମେଲ୍ ମାଧ୍ୟମରେ ଧମକ ଦିଆଯାଇଥିଲା। ଏନେଇ ସିପି ଗୁରୁପ୍ରୀତ ସିଂହ ଭୁଲ୍ଲର କହିଛନ୍ତି ଯେ ଏହି ଘଟଣାର…

ବାଲେଶ୍ଵରରେ ଓକିଲଙ୍କୁ ମରଣାନ୍ତକ ଆକ୍ରମଣ କଲେ ବାପା-ପୁଅ

ରେମୁଣା: ରେମୁଣା ଥାନା ଅନ୍ତର୍ଗତ ମୁଖରା ଗାଁରେ ହାଇକୋର୍ଟ ଓକିଲ ତଥା ଭାରତ ସରକାରଙ୍କ ନୋଟାରୀ ପ୍ରବୀର କୁମାର ଦାସଙ୍କୁ ଦୁର୍ବୃତ୍ତମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି। ସୂଚନା ଅନୁଯାୟୀ, ଗତ ରବିବାର ଦିନ ସେ ଜେନାବରାଇ ମୌଜା ଅନ୍ତର୍ଗତ କମଳା ପୋଖରୀ ପାଖରେ ନିଜ ଜମିରେ ବାଉଁଶ ବୁଦା ସଫା…

୧୨ ବର୍ଷ ହେଲା ରନ ପିଛା କରିବାରେ ଟିମ ଇଣ୍ଡିଆର ରେକର୍ଡ ଖରାପ

ନୂଆଦିଲ୍ଲୀ: ଟେଷ୍ଟ କ୍ରିକେଟରେ ରନ ପିଛା କରି ଜିତିବା ଏବେ ଟିମ ଇଣ୍ଡିଆ ପାଇଁ ବଡ ସମସ୍ୟା ଭାବେ ଉଭା ହୋଇଛି । ସଚିନ ତେନ୍ଦୁଲକର ଅବସର ନେବା ପରେ ଭାରତ ୨୬ ଟେଷ୍ଟରେ ରନ ଚେଜ କରି ମାତ୍ର ୨ଟିରେ ବିଜୟ ହାସଲ କରିବାକୁ ସକ୍ଷମ ହୋଇଛି । ନିଶ୍ଚିତ ଭାବେ ଏହି ରେକର୍ଡ ଗ୍ରହଣୀୟ ନୁହେଁ । ଟିମ…