ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ଆଜି ଏହି ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଯୋଡ଼ା ଲଘୁଚାପ । ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅନ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ…