Utkal Music College: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓର ଶୁଭ ଉଦ୍ଘାଟନ
ଭୁବନେଶ୍ୱର:ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଆଜି ଏକ ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓ ଉଦ୍ଘାଟିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍…