ଅଷ୍ଟମ ଶ୍ରେଣୀର ଛାତ୍ରର ଜୀବନ ନେଲା ‘ଅନ୍ଲାଇନ ଗେମ୍’!
ବାଲେଶ୍ବର: ଅନ୍ଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଝୁଲିପଡ଼ିଲେ ଛାତ୍ର । ବାଥରୁମ୍ରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କଲେ ଅଷ୍ଟମ ଶ୍ରେଣୀର ଛାତ୍ର । ଅନଲାଇନ ଗେମ୍ ଖେଳକୁ ପରିବାର ଲୋକେ ବାରଣ କରିବାରୁ ବାଥରୁମରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।…