ବିଜେଡିର ହରତାଳ ବେଳେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍: ଅର୍ଥ ଲାଳସା ଦେଇ ମତ ବଦଳାଯାଉଛି
ପୁରୀ: ବଳଙ୍ଗା ନାବାଳିକାଙ୍କୁ ନ୍ୟାୟ ଦାବିରେ ପୁରୀ ଜିଲ୍ଲା ବିଜେଡ଼ି ପକ୍ଷରୁ ଆଜି ୬ ଘଣ୍ଟିଆ ପୁରୀ ବନ୍ଦ ପାଳନ କରାଯାଉଛି। ସକାଳୁ ସକାଳୁ ବିଜେଡି ନେତା କର୍ମୀ ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିଛନ୍ତି। ଫଳରେ ଦୋକାନ ବଜାର ବନ୍ଦ ରହିଛି। ଘରୋଇ ବସ୍ ଚଳାଚଳ ବନ୍ଦ ରହିଥିବା ବେଳେ ପୁରୀ ବନ୍ଦ…