ବିଶ୍ୱ ବ୍ୟାଡମିଂଟନ ଚାମ୍ପିୟନଶିପ: କ୍ୱାର୍ଟରରେ ସିନ୍ଧୁଙ୍କ ଅଭିଯାନ ଶେଷ
ନୂଆଦିଲ୍ଲୀ: ବିଶ୍ୱ ବ୍ୟାଡମିଂଟନ ଚାମ୍ପିୟନଶିପରେ ଷଷ୍ଠ ପଦକ ହାସଲ ଲକ୍ଷ୍ୟରେ ଥିବା ଭାରତର ଷ୍ଟାର ଖେଳାଳି ପିଭି ସିନ୍ଧୁ ନିରାଶ ହୋଇଛନ୍ତି । ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ସିନ୍ଧୁ ଇଣ୍ଡୋନେସିଆର ପୂତ୍ରୀ କୁସୁମା ୱାର୍ଦ୍ଦାନୀଙ୍କ ନିକଟରୁ ୨୧-୧୪, ୧୩-୨୧ ଓ ୨୧-୧୬ରେ ହାରି ଯାଇଥିଲେ…