୨୪ ଘଣ୍ଟା ମଧ୍ୟରେ ଆହୁରି ଟାରିଫ ବଢ଼ାଇବାକୁ ଟ୍ରମ୍ପଙ୍କ ଧମକ
ନୂଆଦିଲ୍ଲୀ: ଭାରତ, ଋଷ ଠାରୁ ତେଲ କିଣିବା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏଥିରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଥିସହିତ ଆଗାମୀ ୨୪ଘଣ୍ଟା ମଧ୍ୟରେ ଏକ ବଡ଼ ଶୁଳ୍କ ଲାଗୁ କରିବାକୁ ଚେତାବନୀ ମଧ୍ୟ ଦେଇଛନ୍ତି।
ଭାରତ ଓ ଆମେରିକା ଉଭୟ ୨୫% ଶୁଳ୍କରେ ରାଜି ହୋଇଥିବା ନେଇ…