Latest Odisha News

BREAKING NEWS

Monthly Archives

August 2025

‘ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ଏବଂ ଶାରୀରିକ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରିବା ପାଇଁ ଆମର ସାମୂହିକ…

ଭୁବନେଶ୍ୱର: ଆଜି କେନ୍ଦୁଝର ଜିଲ୍ଲା ଷ୍ଟାଡିଅମ ଠାରେ କଟକ ଓ ସମ୍ବଲପୁର ମଧ୍ୟରେ ହେଉଥିବା ୬୪ତମ ବରିଷ୍ଠ ପୁରୁଷ ଆନ୍ତଃ ଜିଲ୍ଲା ଫୁଟବଲ ଚାମ୍ପିଅନସିପ ସାହାଣୀ କପ ୨୦୨୫ ଉଦଯାପିତ ହେଇଯାଇଛି । ଏହି ଉଦଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗଦାନ କରି "ସାହାଣୀ କପ" କୁ ଏକ ସ୍ମୃତିଗତ ଏବଂ…

୧୪୮ ବର୍ଷର ଟେଷ୍ଟ ଇତିହାସରେ ପ୍ରଥମ

ଦି ଓଭାଲ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ବ୍ୟାଟ୍ସମ୍ୟାନଙ୍କ ପ୍ରଭାବ ଦେଖିବାକୁ ମିଳିଛି । ସିରିଜରେ ଏ ପର୍ଯ୍ୟନ୍ତ ୧୯ ଶତକ ମରାଯାଇଥିବା ବେଳେ ଜୋ ରୁଟ ୬୩ ଓ ହ୍ୟାରୀ ବ୍ରୁକ ୯୦ ରନ କରି ଖେଳୁଛନ୍ତି । ୧୪୮ ବର୍ଷ ଇତିହାସରେ ଏତେ ଶତକ ଦେଖିବାକୁ…

ଅତ୍ୟାଧୁନିକ ଆମ୍ବୁଲାନ୍ସ ଓ ନଡ଼ିଆ ସଂଗ୍ରହ ବାହନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରି ଦରବାର ହଲଠାରେ ଜିଲ୍ଲାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏଥିସହିତ ଅତ୍ୟାଧୁନିକ ଆମ୍ବୁଲାନ୍ସ ଓ ନଡ଼ିଆ ସଂଗ୍ରହ ବାହନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆୟୋଜିତ ଏକ ଉତ୍ସବରେ…

ପଥର ଖଣିରେ ଦୁର୍ଘଟଣା; ୬ ଓଡ଼ିଶା ଶ୍ରମିକ ମୃତ

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶର ବାପତଲା ଜିଲ୍ଲାରେ ରବିବାର ଦିନ ଏକ ଗ୍ରାନାଇଟ୍ ଖଣିରେ ଦୁର୍ଘଟଣା ଘଟିଛି। ଯେଉଁଥିରେ ଅତି କମରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ୬ ଛଅ ଜଣ ଓଡ଼ିଶାର ବାସିନ୍ଦା ବୋଲି ଜଣାପଡ଼ିଛି। ବାଲିକୁରାଭା ନିକଟସ୍ଥ…

୨ଟି ଭୋଟର କାର୍ଡ ରଖିବା ପ୍ରସଙ୍ଗ: ତେଜସ୍ୱୀ ଯାଦବଙ୍କୁ ନିର୍ବାଚନ କମିଶନଙ୍କ ନୋଟିସ, ମାଗିଲେ ଜବାବ…

ପାଟନା: ଅଡୁଆରେ ବିହାରର ବିରୋଧୀ ଦଳ ନେତା ତେଜସ୍ୱୀ ଯାଦବ । ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି ହେଲା ନୋଟିସ । ନିର୍ବାଚନ କମିଶନ ତେଜସ୍ୱୀ ଯାଦବଙ୍କୁ ଚିଠି ଲେଖି ସାମ୍ବାଦିକ ସମ୍ମିଳନୀରେ ତାଙ୍କ ଦ୍ୱାରା ଦେଖାଯାଇଥିବା ଭୋଟର ପରିଚୟପତ୍ର ମାଗିଛନ୍ତି, ଯାହା ଦ୍ୱାରା ଏହାର ତଦନ୍ତ…

ଚୌକା, ଛକାରେ ଭାରତର ରେକର୍ଡ

ନୂଆଦିଲ୍ଲୀ: ଇଂଲଣ୍ଡ ଗସ୍ତରେ ଭାରତୀୟ କ୍ରିକେଟ ଟିମ ଅନେକଗୁଡିଏ ରେକର୍ଡ ନିଜ ନାମରେ କରିଛି । ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ୪୭୦ ବାଉଣ୍ଡରୀ ମାରି ଇତିହାସ ସୃଷ୍ଟି କରିଛି । ଏହା ପୂର୍ବରୁ ଟିମଇଣ୍ଡିଆ ୧୯୬୪ରେ ୩୮୪ ବାଉଣ୍ଡରୀ ମାରିଥିଲା । ଏଥିରେ ୪୨୨ ଚୌକା ଓ ୪୮ ଛକା ସାମିଲ ।…

ମାଓ ବିସ୍ଫୋରଣରେ କାର୍ଯ୍ୟରତ ରେଲୱେ କର୍ମଚାରୀଙ୍କ ମୃତ୍ୟୁ; ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଓଡ଼ିଶାରେ ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ । ଶହୀଦ ସପ୍ତାହରେ ମାଓବାଦୀମାନେ ଘଟାଇଛନ୍ତି ହିଂସା । ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ଏହି ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣରେ ରେଳ କର୍ମଚାରୀ ଇଟୁଆ ଓରାମଙ୍କ…

ବିମାନବନ୍ଦରରେ ସେନାଅଧିକାରୀଙ୍କ ତାଣ୍ଡବ; ୪ ସ୍ପାଇସଜେଟ୍ କର୍ମଚାରୀଙ୍କୁ ନିସ୍ତୁକ ମାରିଲେ

ଶ୍ରୀନଗର: ଜଣେ ବରିଷ୍ଠ ସେନା ଅଧିକାରୀଙ୍କ ବିରୋଧରେ ସ୍ପାଇସଜେଟ୍ କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ସେନା ଅଧିକାରୀଙ୍କ ଆକ୍ରମଣରେ ଦୁଇ ଜଣ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ଉଭୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ଏୟାରଲାଇନ୍ସ ପକ୍ଷରୁ ସେନା ଅଧିକାରୀଙ୍କ…

ନିଖୋଜ ମତ୍ସଜୀବୀଙ୍କୁ ଉଦ୍ଧାର ପାଇଁ ଓଡିଶା ପୋଲିସର ତଲାସି ଅଭିଯାନ ଜାରି

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ସମୁଦ୍ର ଭିତରକୁ ଯାଇ ନିଖୋଜ ଥିବା ୪ ଜଣ ମତ୍ସଜୀବୀଙ୍କୁ ଉଦ୍ଧାର କରିବାକୁ ଓଡିଶା ପୋଲିସ ପକ୍ଷରୁ ବ୍ୟାପକ ତଲାସି ଅଭିଯାନ ଜାରି ରହିଛି। ଓଡିଶା ପୋଲିସ ନିଜର ତିନୋଟି ଅତ୍ୟାଧୁନିକ ବୋଟକୁ ତଲାସୀ କାର୍ଯ୍ୟରେ ମୁତୟନ କରିଛି। ଏହା ସହ ରାଜ୍ୟ ମତ୍ସ୍ୟ ସମ୍ପଦ…

ଅଗଷ୍ଟ ୬ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅଗଷ୍ଟ ୬ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ସୂଚନା ଦେଇଛି। ତିନି ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ…