ସେପ୍ଟେମ୍ବର ୩ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ
ଭୁବନେଶ୍ୱର: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପରିଚାଳନା କମିଟିର ପ୍ରଥମ ବୈଠକ ସେପ୍ଟେମ୍ବର ୩ରେ ଅନୁଷ୍ଠିତ ହେବ। ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଶୁକ୍ରବାର ସୂଚନା ଦେଇଛନ୍ତି।
ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ନବ ମନୋନୀତ…