୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ
ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅଞ୍ଚଳରୁ ୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି । ବରାଳ ଗ୍ରାମ ନିକଟରେ ଥିବା ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରୁ ଜବତ ହୋଇଛି ୧୨୨ ଗ୍ରାମର ବ୍ରାଉନ ସୁଗାର । ଅବକାରୀ ବିଭାଗ ଚଢାଉ କରି ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ…