SC/ST National Conference: ୩୧ ବର୍ଷ ପରେ ଓଡ଼ିଶାରେ ଆୟୋଜନ ହେବ ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ
ଭୁବନେଶ୍ଵର: ୩୧ ବର୍ଷ ପରେ ଓଡ଼ିଶାରେ ଆୟୋଜନ ହେବ ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ। ଆସନ୍ତା ୨୯ ଓ ୩୦ ତାରିଖରେ ଭୁବନେଶ୍ଵରରେ ଦୁଇ ଦିନିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ଲୋକସଭା ବାଚସ୍ପତି ଓମ୍ ବିର୍ଲା ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ନେଇ ସୂଚନା ରହିଛି। ଏହି…