ଘଟଗାଁ ମା ତାରିଣୀ ପୀଠ ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା ତାରିଣୀଙ୍କ ପୀଠର ସମନ୍ୱିତ ବିକାଶ କାର୍ଯ୍ୟ ସମ୍ପର୍କରେ ଆଜି ସମୀକ୍ଷା କରିଛନ୍ତି।
ସୂଚନାଯୋଗ୍ୟ ଯେ, ଘଟଗାଁ ମା ତାରିଣୀ ମନ୍ଦିର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ୫୯ ଏକର ପରିମିତ ଅଞ୍ଚଳରେ କାର୍ଯ୍ୟକାରୀ…