ସ୍ୱର୍ଣ୍ଣ ସହ ୱେଟଲିଫ୍ଟର ମୀରାବାଈ ଚାନୁଙ୍କ ସଫଳ ପ୍ରତ୍ୟାବର୍ତନ
ନୂଆଦିଲ୍ଲୀ: ଭାରତର ଅଭିଜ୍ଞ ୱେଟଲିଫ୍ଟର ମୀରାବାଈ ଚାନୁ ଦୀର୍ଘ ଦିନ ପରେ ସଫଳତାର ସହ ପ୍ରତ୍ୟାବର୍ତନ କରିଛନ୍ତି । ୨୦୧୮ ପରଠାରୁ ସେ କୌଣସି ଆର୍ନ୍ତଜାତୀୟ ମୁକାବିଲାକୁ ଓହ୍ଲାଇ ନ ଥିଲେ । ଚଳିତ ରାଜ୍ୟଗୋଷ୍ଠୀ ଚାମ୍ପିୟନଶିପରେ ସେ ୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…