Latest Odisha News

BREAKING NEWS

Monthly Archives

August 2025

Education Department: ଶିକ୍ଷା ବିଭାଗର ନିର୍ଦ୍ଦେଶନାମାକୁ ଅଣଦେଖା; ୫୬ ସ୍କୁଲକୁ କାରଣ ଦର୍ଶାଅ ନୋଟିସ

ବୌଦ୍ଧ: ବୌଦ୍ଧ ଜିଲ୍ଲାର ୫୬ଟି ସ୍କୁଲକୁ ଜାରିହେଲା କାରଣ ଦର୍ଶାଅ ନୋଟିସ୍‌ । ଜିଲ୍ଲାର ୩ଟି ବ୍ଲକ୍‌ର ଶିକ୍ଷାଅଧିକାରୀଙ୍କୁ ନୋଟିସ ଜାରି କଲେ ଜିଲ୍ଲା ଶିକ୍ଷାଅଧିକାରୀ । ଅଗଷ୍ଟ ୧୫ ତଥା ସ୍ଵାଧୀନତା ଦିବସରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ନ ଦେବା କୁ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଏହି…

Revenue Minister On Strike: ଅମଲା ଆନ୍ଦୋଳନ ପଛରେ ରହିଛି ବିଜେଡିର ହାତ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ବର: ଅମଲା ସଂଘ ସହ ଆଲୋଚନା ପରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ବୟାନ। ଅମଲା ଆନ୍ଦୋଳନ ପଛରେ ବିଜେଡିର ହାତ ରହିଛି କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି, ‘କିଛି ସଂଘର ନେତା ବିଜେଡି ଦ୍ୱାରା ପ୍ରେରିତ ହୋଇ ଆନ୍ଦୋଳନ କରୁଛନ୍ତି। ସେମାନେ କେଉଁ କେଉଁ ନେତାଙ୍କୁ…

Stray Dog: ବୁଲା କୁକୁରଙ୍କୁ ନିର୍ଦ୍ଧିଷ୍ଟ ସ୍ଥାନରେ ଖାଇବାକୁ ଦେବାକୁ ନିବେଦନ: ମନ୍ତ୍ରୀ

ଭୁବନେଶ୍ବର: ଏବେ ରାଜ୍ୟରେ ୭ଲକ୍ଷ ବୁଲା ଓ ୬୪ହଜାର ପୋଷା କୁକୁର ରହିଛନ୍ତି । ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ ବୁଲା କୁକୁରମାନଙ୍କର ଗଣନା । ବୁଲା କୁକୁରଙ୍କ ଗଣନା, ବନ୍ଧ୍ୟାକରଣ ଏବଂ ଟୀକାକରଣ କରାଯିବ । ଏନେଇ ଆଜି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ…

୨ ମାସର ଶିଶୁ ପାଇଁ ଜୀବନକୁ ବାଜି ଲଗାଇଲେ ନର୍ସ, ଡେଇଁଲେ ଉଚ୍ଛୁଳା ନାଳ

ମଣ୍ଡି: ହିମାଚଳ ପ୍ରଦେଶର ମଣ୍ଡି ଜିଲ୍ଲାର ଏକ ଷ୍ଟାଫ ନର୍ସଙ୍କର ସାହସ ଏବଂ ଇଚ୍ଛାଶକ୍ତିର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖି ଲୋକମାନେ ତାଙ୍କୁ ଖୁବ୍ ପ୍ରଶଂସା ମଧ୍ୟ କରୁଛନ୍ତି। ତେବେ ଏହି ଭିଡିଓଟି ଜିଲ୍ଲାର ଚୌହରଘାଟିର ସୁଧାର ପଞ୍ଚାୟତ ଗଢ଼ନାଳ ଅଞ୍ଚଳର। ଏହି ଅଞ୍ଚଳରେ…

Breastfeeding Home: ଶ୍ରୀମନ୍ଦିର ପରିସରରେ ପ୍ରଶାସନର ଶାଖା କାର୍ଯ୍ୟାଳୟ ନିକଟରେ ହେବ ସ୍ତନ୍ୟପାନ ଗୃହ

ପୁରୀ: ଶ୍ରୀମନ୍ଦିର ପରିସରରେ ଖୋଲିବ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଜନା ହୋଇଛି । କାରଣ ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା' ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି । ବିଶେଷ କରି ସ୍ତନ୍ୟପାନ ଉପରେ…

WhatsApp Ask Meta AI: ହ୍ୱାଟସଆପରେ ଆସିଲା ନୂତନ ଆସ୍କ ମେଟା ଏଆଇ ଫିଚର, ଜାଣନ୍ତୁ ଏହାର ବ୍ୟବହାର

ନୂଆଦିଲ୍ଲୀ: ହ୍ୱାଟସଆପ୍ ଏହାର ବ୍ୟବହାରକାରୀଙ୍କ ସୁବିଧା ପାଇଁ ନିରନ୍ତର ନୂତନ ଫିଚର ଆଣିଥାଏ। ଏଥର ମେଟା ଏପରି ଏକ AI ଫିଚର ଆଣିଛି, ଯାହା ସାହାଯ୍ୟରେ ଆପଣ ଯେକୌଣସି ମେସେଜ୍ ବିଷୟରେ ତୁରନ୍ତ ସୂଚନା ପାଇପାରିବେ। ଏହି ଫିଚରର ନାମ ହେଉଛି Ask Meta AI। ଏହି ଫିଚର କିପରି କାମ କରିବ ଏବଂ ଏହା…

ଗୋବିନ୍ଦା ଏବଂ ସୁନୀତାଙ୍କ ମଧ୍ୟରେ ଛାଡ଼ପତ୍ର ଚର୍ଚ୍ଚା…

ମୁମ୍ବାଇ: ନିକଟରେ ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନୀତା ଆହୁଜାଙ୍କ ମଧ୍ୟରେ ଛାଡ଼ପତ୍ର ହେବା ନେଇ ଚର୍ଚ୍ଚା ହୋଇଥିଲା। ଏହି ସମସ୍ତ ଚର୍ଚ୍ଚା ମଧ୍ୟରେ ସୁନୀତା ଏକ ଭାବପ୍ରବଣ ପୋଷ୍ଟ ମଧ୍ୟ କରିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ସୁନୀତା ଗୋବିନ୍ଦାଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ମୁହଁ…

Odisha rain: ସୀତା ନଦୀ ପୋଲ ଉପରେ ବର୍ଷା ଜଳ ପ୍ରବାହିତ; ଅନେକ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର:ଗତକାଲିଠାରୁ ପ୍ରବଳ ବର୍ଷା ଫଳରେ ଫୁଲୁଛି ନଦୀ ନାଳ। କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଫଳରେ ପାଟଣା ବ୍ଲକ ନୂଆପଡ଼ା ସୀତା ନଦୀର ପୋଲ ଉପରେ ୩ ଫୁଟ ଉଚ୍ଚର ବର୍ଷା ଜଳ ପ୍ରବାହିତ ହେଉଛି । ଯାହାଦ୍ବାରା ପାଟଣା ବ୍ଲକ ଚୀନା ମାଳି…

ହସ୍ପିଟାଲରୁ ଡିସଚାର୍ଜ ହେଲେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ପ୍ରିୟଙ୍କା ମାରାଣ୍ଡି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡିଙ୍କର ଏସସିବି ମେଡିକାଲରେ ସଫଳ ଅସ୍ତ୍ରୋପଚାର ହୋଇଥିଲା। ଯାହା ପରେ ଆଜି ମେଡିକାଲରୁ ତାଙ୍କୁ ଡିସଚାର୍ଜ କରାଯାଇଛି। ଅଧିକ ପଢନ୍ତୁ- ମୁଖ୍ୟମନ୍ତ୍ରୀଙ୍କ ଧର୍ମପତ୍ନୀଙ୍କର ହେଲା ସଫଳ ଅସ୍ତ୍ରୋପଚାର, ସ୍ଥିର ରହିଛି…

Mohan Meets Naveen: କାହିଁକି ନବୀନଙ୍କୁ ଭେଟିଲେ ମୋହନ?

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ 10ରୁ 15ମିନିଟ ରହିଥିଲେ। ନିକଟରେ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହୋଇ ଫେରିଛନ୍ତି ନବୀନ। ପୂର୍ବରୁ ମୁମ୍ବାଇରେ ଚିକିତ୍ସିତ ହୋଇ ଫେରିଥିଲେ। ତାଙ୍କୁ ଭେଟି…