Public Grievance: ଅଗଷ୍ଟ ୨୫ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୁବନେଶ୍ବର: ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ, ଆସନ୍ତା ଜନ ଅଭିଯୋଗ ଶୁଣାଣି ଅଧିବେଶନ, ଅଗଷ୍ଟ ୨୫, ସୋମବାର ପାଇଁ ବାତିଲ୍ କରାଯାଇଛି । ଏନେଇ ସୂଚନା ଦେଇଛି ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ ।…