୩ ବର୍ଷରେ ୪୫ ହଜାର ଶିକ୍ଷକ ନିଯୁକ୍ତ ହେବେ
ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵାରୋପ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଲୋକସେବା…