୧୦ ଟନ୍ ବିସ୍ଫୋରକ ସାମଗ୍ରୀ ଜବତ, ୩ ଗିରଫ
କନ୍ଧମାଳ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ପୋଲିସ ଏକ ବଡ଼ଧରଣର ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ କରିଛି । ଏଥିରେ ୧୦ ଟନ୍ ବିସ୍ଫୋରକ ସାମଗ୍ରୀ ରହିଛି । ଏହା ସହ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ତଳଦାନ୍ତଲିଙ୍ଗି ଗାଁର ଆଲୋକ ଓରଫ…