ଯୁବପିଢ଼ିଙ୍କୁ ବଡ଼ ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦି, ୩.୫କୋଟି ବେରୋଜଗାରଙ୍କୁ ମିଳିବ ଚାକିରି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ବିକାଶିତ ଭାରତ ଯୋଜନା ଘୋଷଣା କରିଥିଲେ, ଯାହା ଅଧୀନରେ ଘରୋଇ କ୍ଷେତ୍ରରେ ପ୍ରଥମ ଚାକିରି ପାଇଥିବା ଯୁବକମାନଙ୍କୁ ୧୫,୦୦୦ ଟଙ୍କାର…