ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ମାନପୁର ଜିଲ୍ଲାର ମଦନବାଡା ଜଙ୍ଗଲରେ ପୋଲିସ ମାଓବାଦୀ ମୁହାଁମୁହିଁ ହେବା ପରେ ଗୁଳିବିନିମୟ ହୋଇଥିଲା । ପୋଲିସ ଏନକାଉଣ୍ଟରରେ ଦୁଇ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି ।
ନିହତ ମାଓବାଦୀ ଦୁଇ ଜଣ ହେଲେ ଜଣେ ସେଣ୍ଟ୍ରାଲ କ୍ୟାଡ଼ର…