ବୁଧବାର ମହାପ୍ରଭୁଙ୍କ ରାହୁରେଖା ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ: ଆସନ୍ତାକାଲି ବୁଧବାର ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ।
ଏହା ଏକ ବିଶେଷ ନୀତି ହୋଇଥିବାରୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୨ଟା ୩୦ ମିନିଟ ଠାରୁ ସନ୍ଧ୍ୟା ୬ଟା ୩୦ ମିନିଟ ପର୍ଯ୍ୟନ୍ତ…