୩୧ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ; ଆକର୍ଷଣ ସାଜିଛି ଭାରତନାଟ୍ୟମ୍ ଏବଂ ଓଡ଼ିଶୀ ନୃତ୍ୟ
ଭୁବନେଶ୍ୱର: ସୃଜନ-ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଦ୍ୱାରା ଆୟୋଜିତ ୩୧ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ତୃତୀୟ ସନ୍ଧ୍ୟା ଅବିସ୍ମରଣୀୟ ତଥା ସୌନ୍ଦର୍ଯ୍ୟପୂର୍ଣ୍ଣ ଥିଲା।
ପ୍ରଖ୍ୟାତ ଭାରତନାଟ୍ୟମ୍ ଗୁରୁ-ଶିଷ୍ୟ ଯୋଡ଼ି ସମ୍ରାଟ ଦତ୍ତ ଏବଂ ସାନ୍ତନୁ ରାୟଙ୍କ ଦ୍ୱାରା…