ଲାଲକିଲ୍ଲା ପରିସରରୁ ୧ କୋଟିର କଳସ ଚୋରି ଘଟଣା, ଅଭିଯୁକ୍ତ ଗିରଫ
ନୂଆଦିଲ୍ଲୀ: ଦିଲ୍ଲୀର ପ୍ରସିଦ୍ଧ ଲାଲକିଲ୍ଲା ପରିସରରୁ ଏକ ଜୈନ ଧାର୍ମିକ ସମାରୋହରୁ ପ୍ରାୟ ୧ କୋଟି ଟଙ୍କାର ଏକ କଳସ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି କଳସ ସୁନା ଏବଂ ହୀରାରେ ଜଡିତ ଥିଲା।
ସୂଚନା ଅନୁଯାୟୀ, ଏହି ଚୋରି ଘଟଣା ସେପ୍ଟେମ୍ବର ୩ରେ ଏକ ପ୍ରାର୍ଥନା ସମାରୋହ ସମୟରେ…