ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳକୁ ଏକ ସ୍ବତନ୍ତ୍ର ପର୍ଯ୍ୟଟନ କ୍ଷେତ୍ର ରୂପେ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟ ସ୍ତରୀୟ ନୂଆଁଖାଇ ଭେଟଘାଟ ଅବସରରେ ଆଜି ସମ୍ବଲପୁରରେ ଏକ ଭବ୍ୟ ସମାରୋହ ଆୟୋଜିତ ହୋଇଯାଇଥିଲା । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଭେଟଘାଟକୁ ପାରମ୍ପରିକ କାର୍ଯ୍ୟକ୍ରମ ନୁହେଁ ବରଂ ଏହା ଆମ ସମାଜର, ପାରିବାରିକ ପ୍ରେମର ଓ…