ପିପିଲି-କୋଣାର୍କ ‘ଗ୍ରୀନଫିଲ୍ଡ କରିଡର’କୁ ଓଡ଼ିଶା ସରକାରଙ୍କ ମଞ୍ଜୁରୀ, ଯାତ୍ରା ସମୟ ୩୦ ମିନିଟ କମିବ!
ଭୁବନେଶ୍ୱର: ଓଡ଼ିଶା ସରକାର ପିପିଲି ଓ କୋଣାର୍କ ମଧ୍ୟରେ ଯାତାୟାତ ସମୟକୁ ୯୦ ମିନିଟରୁ ମାତ୍ର ୩୦ ମିନିଟକୁ ହ୍ରାସ କରିବା ପାଇଁ ଏକ ବଡ଼ ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି।
ଶୁକ୍ରବାର ପୁରୀ ଜିଲ୍ଲାର ରାସ୍ତା ସଂଯୋଗୀକରଣ ସମୀକ୍ଷା ବୈଠକରେ ଏହି ‘ଗ୍ରୀନଫିଲ୍ଡ କରିଡର’ ଯୋଜନାକୁ…