Weather Update: ଆଉ ଏକ ନୂଆ ଲଘୁଚାପ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ନେଇ ୬ ଜିଲ୍ଲାକୁ ୟେଲୋ…
ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏହାରି ଭିତରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପ୍ରଭାବରେ ଆଜିଠୁ ରାଜ୍ୟରେ ବଡ଼ ବର୍ଷା ଆକଳନ…