୬ ହଜାର ଟଙ୍କା ଲାଞ୍ଚ ନେଇ ଫସିଲେ ପଞ୍ଚାୟତ ଡାଟା ଏଣ୍ଟ୍ରି ଅପରେଟର
ଖୋର୍ଦ୍ଧା: ଭିଜିଲାନ୍ସ ହାତରେ ଧରାପଡିଲେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଏଡିଇଓ (ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର) ରାକେଶ ସାହୁ । ସରକାରୀ ଆନ୍ତ୍ୟୋଦୟ ଗୃହ ଯୋଜନା ଅଧୀନରେ ଘର ନିର୍ମାଣ ପାଇଁ ଜଣେ ଆଦିବାସୀ ହିତାଧିକାରୀଙ୍କଠାରୁ ୬ ହଜାର ଟଙ୍କା…