ପାତ୍ରପଡ଼ା ହିଟ୍ ଆଣ୍ଡ ରନ୍ ମାମଲା: ଥାର୍ ମାଲିକ ଗିରଫ
ଭୁବନେଶ୍ୱର: ବହୁଚର୍ଚ୍ଚିତ ପାତ୍ରପଡ଼ା ହିଟ୍ ଆଣ୍ଡ ରନ୍ ମାମଲା । ଏହି ଘଟଣାରେ ପୂର୍ବରୁ ୩ ଜଣ ଗିରଫ ହୋଇଥିବାବେଳେ, ଏବେ ଥାର୍ ମାଲିକ ହେଲେ ଗିରଫ । ପୁରୀରୁ ଥାର୍ ମାଲିକ ସୋମନାଥ ବେହେରାଙ୍କୁ ଗିରଫ କରିଛି ଖଣ୍ଡଗିରି ପୋଲିସ । ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ।
ତେବେ ଗତ ୯…