ଅଷ୍ଟ୍ରେଲିଆ ଏ ବିପକ୍ଷରେ ଖେଳିବାକୁ ଚାହୁଁ ନାହାନ୍ତ କିି କୋହଲି !
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ଦୁଇ ସିନିୟର ଖେଳାଳି ରୋହିତ ଶର୍ମା ଓ ବିରାଟ କୋହଲି ଦୀର୍ଘ ସମୟ ହେବ ଆନ୍ତର୍ଜାତୀୟ ମ୍ୟାଚ ଖେଳି ନାହାନ୍ତି । ଉଭୟ ଖେଳାଳି ଟି୨୦ ଓ ଟେଷ୍ଟରୁ ଅବସର ଘୋଷଣା କରି ସାରିଛନ୍ତି । ତେବେ ଦିିନିକିଆ ଖେଳିବା ଜାରୀ ରଖିଛନ୍ତି । ଅଷ୍ଟ୍ରେଲିଆ ବିପକ୍ଷ ସିରିଜ…