Dadasaheb Phalke Award: ଅଭିନେତା ମୋହନଲାଲଙ୍କୁ ମିଳିବ ଦାଦାସାହେବ ଫାଲ୍କେ ପୁରସ୍କାର; ଏହି ଦିନ କରାଯିବ…
ନୂଆଦିଲ୍ଲୀ: ଭାରତୀୟ ସିନେମାରେ ଅମୂଲ୍ୟ ଅବଦାନ ପାଇଁ ମାଲାୟାଲମ୍ ସୁପରଷ୍ଟାର ମୋହନଲାଲଙ୍କୁ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯିବ। ଏହି ପୁରସ୍କାର ସେପ୍ଟେମ୍ବର ୨୩ ତାରିଖରେ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ପ୍ରଦାନ କରାଯିବ। ୨୦୨୩ ବର୍ଷ ପାଇଁ ମୋହନଲାଲଙ୍କୁ…