Cuttack Mahanadi: ମହାନଦୀ ତଳ ମୁଣ୍ଡରେ ନିର୍ମାଣ ହେବ ୧୭ଟି ବନ୍ଧ ଓ ୪୪ଟି ବ୍ୟାରେଜ
କଟକ: ମହାନଦୀ ତଳ ମୁଣ୍ଡରେ ନିର୍ମାଣ ହେବ ୧୭ ଗୋଟି ବନ୍ଧ, ୧୫ ଗୋଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଏବଂ ୪୪ ବ୍ୟାରେଜ। ଏଥିପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର। ଏନେଇ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି। ଗତକାଲି ଏସମ୍ପର୍କରେ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ…