ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନ: ଓଡିଶାର ଦେଢ କୋଟି ମହିଳା ହେବେ ଉପକୃତ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରଦେଶର ଧାର୍ ଠାରେ ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନର ଦେଶବ୍ୟାପୀ ଶୁଭାରମ୍ଭ କରିଛନ୍ତି । ମହିଳାମାନଙ୍କ ସ୍ୱାସ୍ଥ୍ୟ, ପୋଷଣ ଉପରେ ଫୋକସ ହୋଇଥିବା ଏହି କାର୍ଯ୍ୟକ୍ରମ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ…