ତହସିଲଦାରଙ୍କ ପରେ ଏବେ କୁଚିଣ୍ଡା ରାଜସ୍ୱ ନିରୀକ୍ଷକ ନିଲମ୍ବିତ
ଭୁବନେଶ୍ୱର: ଜମି ବିବାଦ ମାମଲାରେ ହେରଫେର ଅଭିଯୋଗରେ ସମ୍ବଲପୁର କୁଚିଣ୍ଡାର ତହସିଲଦାର ମିତାଲି ମଧୁସ୍ମିତା ଦଳେଇଙ୍କୁ ନିଲମ୍ବିତ କରାଯାଇଛି। ତାଙ୍କ ପରେ ଏବେ କୁଚିଣ୍ଡା ରାଜସ୍ବ ନିରୀକ୍ଷକ ନିଲମ୍ବିତ ହୋଇଛନ୍ତି। ସମ୍ବଲପୁରଜିଲ୍ଲା କୁଚିଣ୍ଡା ଉପଖଣ୍ଡ ସଦର ତହସିଲଦାର ଜମି ପଟାମାଲିକାନା…