Waqf Amendment Act 2025: ସମ୍ପୂର୍ଣ୍ଣ ଓ୍ବାକଫ୍ ଆଇନ୍ ଉପରେ ରୋକ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ୱାକଫ (ସଂଶୋଧନ) ଆଇନକୁ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଦେଲେ ସମ୍ପୂର୍ଣ୍ଣ ଆଇନ ଉପରେ ରୋକ ଲଗାଇବାକୁ ମନା କରିଛନ୍ତି ସୁପ୍ରିମକୋର୍ଟ। କେବଳ କିଛି ଧାରା ଉପରେ ରୋକ୍ ଲଗାଯାଇଛି।ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଭୂଷଣ ରାମକୃଷ୍ଣ ଗଭାଇ ଏବଂ ବିଚାରପତି ଅଗଷ୍ଟିନ ଜର୍ଜ ମସିହଙ୍କ…