IND vs PAK Match: “ଭାରତ-ପାକିସ୍ତାନ ମ୍ୟାଚ୍ ଦେଖାଇଲେ, ଭାଙ୍ଗିଦେବୁ ସବୁ ହୋଟେଲ୍”, ଧମକ ଦେଲେ…
ନୂଆଦିଲ୍ଲୀ: ରବିବାର ଦୁବାଇରେ ହେବାକୁ ଥିବା ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ୍ ମ୍ୟାଚ୍କୁ ନେଇ ଏବେ ସେରା ଦେଶରେ ବିରୋଧର ସ୍ବର ଦେଖିବାକୁ ମିଳୁଛି । ବିଭିନ୍ନ ସ୍ଥନରେ ଏହି ମ୍ୟାଚକୁ ବୟକଟ କରାଯାଇଥିବା ବେଳେ ମହାରାଷ୍ଟ୍ରରେ ହଙ୍ଗାମା ଦେଖିବାକୁ ମିଳିଛି । ବିଭିନ୍ନ କ୍ରିକେଟ…