National Lok Adalat: ଖୋର୍ଦ୍ଧା ଜିଲ୍ଲାରେ ୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ;୯୬୧୫୬ ମାମଲାର ଫୈସଲା
ଭୁବନେଶ୍ୱର: ଜାତୀୟ ଆଇନ ସେବା ପ୍ରାଧିକରଣ ଓ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ମତେ ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ପକ୍ଷରୁ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଓ ରାଜସ୍ଵ ଅଦାଲତ ପରିସର…