ସାରା ଓଡ଼ିଶାରେ ୫,୦୦୦ ମହିଳାଙ୍କୁ ସଶକ୍ତ କରିଛି “ଦିଶା”
ବ୍ରହ୍ମପୁର: ଟାଟା ଷ୍ଟିଲ ଫାଉଣ୍ଡେସନ୍ (ଟିଏସ୍ଏଫ୍) ପକ୍ଷରୁ ଆଜି ବ୍ରହ୍ମପୁରରେ ଦିଶା ସମାବର୍ତ୍ତନ ସମାରୋହ ଅନୁଷ୍ଠିତ ହୋଇଯାଇଛି। “ଏନଲାଇଟେଡ୍ ଇକ୍ୱିଟେବଲ୍ ସୋସାଇଟି’ ବିଷୟବସ୍ତୁ ଉପରେ ଅଧାରିତ ଏହି କାର୍ଯ୍ୟକ୍ରମରେ ଗଞ୍ଜାମ, କଳିଙ୍ଗନଗର ଏବଂ ସୁକିନ୍ଦା (ଯାଜପୁର), ବ୍ରାହମଣିପାଳ…